Online Bible

- Reklamy -




ମାର୍କ 9:37 - ପବିତ୍ର ବାଇବଲ

37 “ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଯେକେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେକେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

Viz kapitola kopírovat

ଓଡିଆ ବାଇବେଲ

37 ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 “ଯେ କେହି ମୋ’ ନାମରେ ଏଭଳି ଗୋଟିଏ ଶିଶୁକୁ ସ୍ୱାଗତ କରେ, ସେ ମୋତେ ସ୍ୱାଗତ କରେ ଏବଂ ଯେ ମୋତେ ଗ୍ରହଣ କରେ, ସେ କେବଳ ମୋତେ ନୁହେଁ, ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

Viz kapitola kopírovat




ମାର୍କ 9:37

Následuj nás:

Reklamy


Reklamy