ମାର୍କ 9:47 - ପବିତ୍ର ବାଇବଲ47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ିପକାଅ; ଦୁଇ ଚକ୍ଷୁ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; Viz kapitolaଓଡିଆ ବାଇବେଲ47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; Viz kapitolaପବିତ୍ର ବାଇବଲ (CL) NT (BSI)47 ଯଦି ତୁମର ଗୋଟିଏ ଆଖି ଯୋଗୁ ବିଶ୍ୱାସ ହରାଉଥାଅ, ତାକୁ ଓପାଡ଼ି ଦିଅ। ଦୁଇଟି ଆଖି ଥାଇ ନରକରେ ନିକ୍ଷିପ୍ତ ହେବାଠାରୁ, ଗୋଟିଏ ଆଖି ଥାଇ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଶ୍ରେୟସ୍କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; Viz kapitola |