ନାହୂମ 1:10 - ପବିତ୍ର ବାଇବଲ10 ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇଯିବ, ଏକ ଛନ୍ଦାଛନ୍ଦି ହୋଇଥିବା କଣ୍ଟାବୁଦା ପରି ଯାହା ଶୀଘ୍ର ପୋଡ଼ିଯାଏ। ତୁମ୍ଭେମାନେ ମଦ୍ୟପମାନଙ୍କ ପରି ହେବ। ତୁମ୍ଭେମାନେ ଶୁଖିଲା କଟା ଘାସର ଖୁଣ୍ଟା ତୁଲ୍ୟ ଗ୍ରାସିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ। Viz kapitolaଓଡିଆ ବାଇବେଲ10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ। Viz kapitola |