ନାହୂମ 1:11 - ପବିତ୍ର ବାଇବଲ11 ଜଣେ ଯିଏ କି ସଦାପ୍ରଭୁଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦେବ, ସେପରି ଲୋକ ତୁମ୍ଭମାନଙ୍କ ମଧ୍ୟରୁ ବାହାରି ଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି। Viz kapitolaଓଡିଆ ବାଇବେଲ11 ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି। Viz kapitola |