Online Bible

- Reklamy -

ନାହୂମ 1:14 - ପବିତ୍ର ବାଇବଲ

14 ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି ଆଦେଶ ଦେଲେ। “ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କେହି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ଯ୍ୟ ପିତୁଳାଗୁଡ଼ିକ ଓ ଧାତୁର ମୂର୍ତ୍ତିଗୁଡ଼ିକ ଯାହାକି ତୁମ୍ଭ ଦେବତାଙ୍କ ମନ୍ଦିରରେ ଅଛି ସେହିସବୁକୁ ଆମ୍ଭେ ଧ୍ୱଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭେମାନେ ଭ୍ରଷ୍ଟ ହୋଇଛ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, “ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।”

Viz kapitola kopírovat

ନାହୂମ 1:14

Následuj nás:

Reklamy

Reklamy