Online Bible

- Reklamy -




ନାହୂମ 1:15 - ପବିତ୍ର ବାଇବଲ

15 ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେ ପାପାଧମ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବ ନାହିଁ; ସେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।

Viz kapitola kopírovat




ନାହୂମ 1:15

Následuj nás:

Reklamy


Reklamy