ନାହୂମ 1:2 - ପବିତ୍ର ବାଇବଲ2 ସଦାପ୍ରଭୁ ଈର୍ଷାପରାୟଣ ଏବଂ ପ୍ରତିଶୋଧ ପରାୟଣ। ସେ କ୍ରୋଧାନ୍ୱିତ ହୋଇ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପରେ ସେ ପ୍ରତିଶୋଧ ନିଅନ୍ତି। ସେ ତାଙ୍କର ଶତ୍ରୁମାନଙ୍କ ଉପରେ ରାଗନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। Viz kapitolaଓଡିଆ ବାଇବେଲ2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। Viz kapitola |