ନାହୂମ 1:3 - ପବିତ୍ର ବାଇବଲ3 ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନ ଦେଇ କେବେ ଛାଡ଼ିବେ ନାହିଁ। ସେ ଯେଉଁଠାକୁ ଯାଆନ୍ତି ସେଠାରେ ଘୂର୍ଣ୍ଣିବାତ୍ୟା ଓ ଝଡ଼ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲାବେଳେ ତାଙ୍କ ପାଦରେ ମେଘଗୁଡ଼ିକ ଧୂଳି ସ୍ୱରୂପ ଉଠେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। Viz kapitolaଓଡିଆ ବାଇବେଲ3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। Viz kapitola |