ନାହୂମ 1:9 - ପବିତ୍ର ବାଇବଲ9 ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ କାହିଁକି ଷଡ଼ଯନ୍ତ୍ର କରୁଛ? ସେ ସମ୍ପୂର୍ଣ୍ଣ ରୂପେ ତୁମ୍ଭକୁ ଧ୍ୱଂସ କରିବେ, ତେଣୁ ତୁମ୍ଭେ ପୁନର୍ବାର ଏହା କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ଵିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ। Viz kapitola |