ନାହୂମ 2:3 - ପବିତ୍ର ବାଇବଲ3 ସେହି ସୈନ୍ୟମାନଙ୍କର ମୋହରଗୁଡ଼ିକ ଲାଲ। ସେମାନଙ୍କର ପୋଷାକ ଅତି ଲାଲ। ସେମାନଙ୍କର ରଥଗୁଡ଼ିକ ଯୁଦ୍ଧ ପାଇଁ ଧାଡ଼ିରେ ପ୍ରସ୍ତୁତ ହୋଇ ରହିଛି, ସେଗୁଡ଼ିକ ଅଗ୍ନିଶିଖା ପରି ଉଜ୍ଜ୍ୱଳ ଦେଖା ଯାଉଛି। ସେମାନଙ୍କର ବର୍ଚ୍ଛାସବୁ ଉତ୍ତୋଳିତ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ। Viz kapitolaଓଡିଆ ବାଇବେଲ3 ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ। Viz kapitola |