ନାହୂମ 2:5 - ପବିତ୍ର ବାଇବଲ5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତେବେଳେ ସେମାନେ ଆଗକୁ ଗତି କରନ୍ତି, ସେମାନେ ଝୁଣ୍ଟି ପଡ଼ନ୍ତି। ସେମାନେ କାନ୍ଥ ନିକଟକୁ ଯାଆନ୍ତି ଏବଂ ସେମାନଙ୍କର ଢାଲଗୁଡ଼ିକ ଠିକ୍ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ଆପଣା ପ୍ରତାପାନ୍ଵିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। Viz kapitolaଓଡିଆ ବାଇବେଲ5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। Viz kapitola |