ନାହୂମ 2:7 - ପବିତ୍ର ବାଇବଲ7 ରାଣୀ ଶତ୍ରୁମାନଙ୍କ ଦ୍ୱାରା ଧରା ପଡ଼ିଛନ୍ତି ଓ ଦୂରକୁ ନିଆ ହୋଇଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସେମାନେ ସେମାନଙ୍କର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ହୁତ୍ସାବ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ଵର ପରି ଶୋକ କରୁଅଛନ୍ତି। Viz kapitolaଓଡିଆ ବାଇବେଲ7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି। Viz kapitola |