ନାହୂମ 3:16 - ପବିତ୍ର ବାଇବଲ16 ତୁମ୍ଭର ବହୁ ବ୍ୟବସାୟୀ ଅଛନ୍ତି। ସେମାନେ ଆକାଶ ତାରା ସଦୃଶ ଅଗଣିତ ଏବଂ ସେମାନେ ପଙ୍ଗପାଳ ସଦୃଶ। ସେମାନେ ସବୁ ଶେଷ ହେବା ପର୍ଯ୍ୟନ୍ତ ଖାଆନ୍ତି ଏବଂ ପରେ ସେମାନେ ସେହି ସ୍ଥାନ ଛାଡ଼ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ। Viz kapitolaଓଡିଆ ବାଇବେଲ16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ। Viz kapitola |