ନାହୂମ 3:6 - ପବିତ୍ର ବାଇବଲ6 ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ୟବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ କୌତୁକର ବିଷୟ କରିବା। Viz kapitolaଓଡିଆ ବାଇବେଲ6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା। Viz kapitola |