Online Bible

- Reklamy -




ନିହିମୀୟା 1:1 - ପବିତ୍ର ବାଇବଲ

1 ଏଗୁଡ଼ିକ ନିହିମିୟାଙ୍କର ବାକ୍ୟ ଅଟେ। ନିହିମିୟା ହଖଲିୟର ପୁତ୍ର ଥିଲେ। ବିଂଶତିତମ ବର୍ଷର କି‌ଶ୍‌ଲେବ୍ ମାସରେ ମୁଁ ଶୂଶ‌ନ୍‌ର ରାଜଧାନୀରେ ଥିଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। ବିଂଶତିତମ ବର୍ଷର କିଶ୍ଲେବ୍ ମାସରେ ମୁଁ ଶୂଶନ୍ ରାଜଧାନୀରେ ଥିଲି।

Viz kapitola kopírovat

ଓଡିଆ ବାଇବେଲ

1 ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍‍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।

Viz kapitola kopírovat




ନିହିମୀୟା 1:1

Následuj nás:

Reklamy


Reklamy