ନିହିମୀୟା 1:2 - ପବିତ୍ର ବାଇବଲ2 ମୁଁ ଯେତେବେଳେ ଶୂଶନ୍ରେ ଥିଲି, ମୋର ଭାଇମାନଙ୍କ ମଧ୍ୟରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ଫେରି ଆସିଥିବା ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୁଶାଲମ ବିଷୟରେ ପଗ୍ଭରିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ଵରୁ ରକ୍ଷିତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି। Viz kapitolaଓଡିଆ ବାଇବେଲ2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି। Viz kapitola |