ନିହିମୀୟା 1:3 - ପବିତ୍ର ବାଇବଲ3 ସେତେବେଳେ ସେମାନେ ମୋତେ କହିଲେ, “ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନରେ ଅଛନ୍ତି, କାରଣ ଯିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡ଼ି ଦିଆଯାଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ସେମାନେ ମୋତେ କହିଲେ, ବନ୍ଦୀତ୍ଵରୁ ରକ୍ଷିତ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; ମଧ୍ୟ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି। Viz kapitolaଓଡିଆ ବାଇବେଲ3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।” Viz kapitola |