ନିହିମୀୟା 1:4 - ପବିତ୍ର ବାଇବଲ4 ଯେତେବେଳେ ମୁଁ ସେମାନଙ୍କଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହେଲି। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ମୁଁ ଏହି କଥା ଶୁଣନ୍ତେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି, Viz kapitolaଓଡିଆ ବାଇବେଲ4 ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି, Viz kapitola |