Online Bible

- Reklamy -




ନିହିମୀୟା 1:6 - ପବିତ୍ର ବାଇବଲ

6 “ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମୋର ପ୍ରାର୍ଥନା ପ୍ରତି ଧ୍ୟାନ ଦିଅ, ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇସ୍ରାଏଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧରେ କରିଥିବା ପାପ ଆମ୍ଭେ ସ୍ୱୀକାର କରିଅଛୁ। ଉଭୟ ମୁଁ ଓ ମୋର ପରିବାର ପାପ କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ-ସନ୍ତାନଗଣର ପାପ ସ୍ଵୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରୁଅଛୁ।

Viz kapitola kopírovat

ଓଡିଆ ବାଇବେଲ

6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ-ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।

Viz kapitola kopírovat




ନିହିମୀୟା 1:6

Následuj nás:

Reklamy


Reklamy