ନିହିମୀୟା 1:8 - ପବିତ୍ର ବାଇବଲ8 “ତୁମ୍ଭେ ଯାହାସବୁ କହିଅଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଅଛି, ତୁମ୍ଭେ ଆଦେଶ କରିଅଛ ଏବଂ ତୁମ୍ଭର ଦାସ ମୋଶାଙ୍କୁ କହିଥିଲ, ‘ଯଦି ତୁମ୍ଭେମାନେ ପାପ କର, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ତୁମ୍ଭେମାନେ ସତ୍ୟଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା; Viz kapitolaଓଡିଆ ବାଇବେଲ8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା; Viz kapitola |