Online Bible

- Reklamy -




ନିହିମୀୟା 13:11 - ପବିତ୍ର ବାଇବଲ

11 ତେଣୁ ମୁଁ ଅଧିକାରୀମାନଙ୍କୁ ପଗ୍ଭରିଲି, “କାହିଁକି ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରର ଅବହେଳା କଲ?” ଏ ବିଷୟରେ ମୁଁ ସେମାନଙ୍କ ସହିତ ଯୁକ୍ତିତର୍କ କଲି। ତା'ପରେ ମୁଁ ଲେବୀୟମାନଙ୍କୁ ଏକତ୍ର କଲି ଏବଂ ସେମାନଙ୍କୁ ସେମାନଙ୍କର ନିଜ କ୍ଷେତ୍ରରେ ନିଯୁକ୍ତି କଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ କିହେତୁ ପରମେଶ୍ଵରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି? ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ଵ ସ୍ଵ ପଦରେ ସେମାନଙ୍କୁ ନିଯୁକ୍ତ କଲି।

Viz kapitola kopírovat

ଓଡିଆ ବାଇବେଲ

11 ତହିଁରେ କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି ? ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ “କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି?” ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି।

Viz kapitola kopírovat




ନିହିମୀୟା 13:11

Následuj nás:

Reklamy


Reklamy