ନିହିମୀୟା 13:13 - ପବିତ୍ର ବାଇବଲ13 ତହିଁରେ ମୁଁ ଶେଲିମିୟ ଯାଜକକୁ ଓ ଲେଖକ ସାଦୋକ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ତାର ସମୂହର ଅଧ୍ୟକ୍ଷ କଲି। ଏବଂ ସକ୍କୂରର ପୁତ୍ର ହନାନ୍, ମତ୍ତନୀୟର ପୁତ୍ର ସକ୍କୂର ସେମାନଙ୍କର ଅଧୀନରେ କାର୍ଯ୍ୟ କଲେ। କାରଣ ସେମାନେ ବିଶ୍ୱସ୍ତ ଥିଲେ। ଏଣୁ ଆପଣା ଭାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ତାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୂରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ଵସ୍ତ ଗଣିତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା। Viz kapitolaଓଡିଆ ବାଇବେଲ13 ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା। Viz kapitola |