ନିହିମୀୟା 13:14 - ପବିତ୍ର ବାଇବଲ14 ହେ ମୋର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର। ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ବିଷୟ ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି ମୋର କୃତ ସେହି ସୁକର୍ମ ସବୁ ଲିଭାଇ ନ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ହେ ମୋହର ପରମେଶ୍ଵର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ଵରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ନିଭାଇ ନ ଦିଅ। Viz kapitolaଓଡିଆ ବାଇବେଲ14 ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ। Viz kapitola |