ନିହିମୀୟା 13:16 - ପବିତ୍ର ବାଇବଲ16 ସେହି ନଗରରେ ସୋରୀୟ ଲୋକେ ବାସ କରୁଥିଲେ। ସେମାନେ ମତ୍ସ୍ୟ ଓ ଅନ୍ୟ ବହୁତ ଦ୍ରବ୍ୟ ବିଶ୍ରାମ ଦିନରେ ଯିହୁଦୀୟମାନଙ୍କୁ ଓ ଯିରୁଶାଲମରେ ବିକ୍ରୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରୟ କଲେ। Viz kapitolaଓଡିଆ ବାଇବେଲ16 ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ। Viz kapitola |