ନିହିମୀୟା 13:21 - ପବିତ୍ର ବାଇବଲ21 ତା'ପରେ ମୁଁ ସେମାନଙ୍କୁ ସତର୍କ କଲି ଏବଂ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି ଯାପନ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟାବଧି ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଇ ସେମାନଙ୍କୁ କହିଲି, ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି। ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Viz kapitolaଓଡିଆ ବାଇବେଲ21 ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। Viz kapitola |