ନିହିମୀୟା 13:23 - ପବିତ୍ର ବାଇବଲ23 ସେହି ସମୟରେ ଯେଉଁ ଯିହୁଦୀୟମାନେ ଅସଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି; Viz kapitolaଓଡିଆ ବାଇବେଲ23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି; Viz kapitola |