ନିହିମୀୟା 13:28 - ପବିତ୍ର ବାଇବଲ28 ମହାଯାଜକ ଇଲିୟାଶୀବ୍ର ପୁତ୍ର ଯିହୋୟାଦାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ପୁତ୍ର ହାରୋଣୀୟ ସନ୍ବଲ୍ଲଟ୍ର ଜ୍ୱାଇଁ ଥିଲା। ମୁଁ ସେହି ଲୋକଙ୍କୁ ମୋ'ଠାରୁ ଗ୍ଭଲିଯିବା ପାଇଁ ବାଧ୍ୟ କରିଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। Viz kapitolaଓଡିଆ ବାଇବେଲ28 ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। Viz kapitola |