ନିହିମୀୟା 13:7 - ପବିତ୍ର ବାଇବଲ7 ଏହା ପରେ ମୁଁ ଯିରୁଶାଲମକୁ ଫେରି ଆସିଲି ଏବଂ ଇଲିୟାଶୀବ୍, ଟୋବିୟ ନିମନ୍ତେ ପରମେଶ୍ୱରଙ୍କ ମନ୍ଦିରର ପ୍ରାଙ୍ଗଣରେ ଏକ କୋଠରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷୟରେ ଶୁଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ୍, ଟୋବୀୟ ନିମନ୍ତେ ପରମେଶ୍ଵରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଅନିଷ୍ଟ କରିଥିଲା, ତାହା ବୁଝିଲି। ଣ Viz kapitolaଓଡିଆ ବାଇବେଲ7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। Viz kapitola |