ନିହିମୀୟା 13:8 - ପବିତ୍ର ବାଇବଲ8 ଏହା ମୋତେ ବ୍ୟତିବ୍ୟସ୍ତ କଲା, ଏଣୁ ମୁଁ ସେହି କୋଠରୀରୁ ଟୋବିୟର ସମସ୍ତ ଗୃହ ସାମଗ୍ରୀ ବାହାର କରି ପକାଇ ଦେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ମୁଁ ଅତ୍ୟ; ଦୁଃଖିତ ହେଲି; ଏହେତୁ ମୁଁ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ପକାଇ ଦେଲି। Viz kapitolaଓଡିଆ ବାଇବେଲ8 ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡି ଦେଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡ଼ି ଦେଲି। Viz kapitola |