ଗଣନା ପୁସ୍ତକ 1:16 - ପବିତ୍ର ବାଇବଲ16 ଏମାନେ ହେଉଛନ୍ତି ସେହି ଲୋକ ସମାଜ ମଧ୍ୟରୁ ବଛା ଯାଇଛନ୍ତି। ସେମାନେ ସେମାନଙ୍କର ପିତାଙ୍କର ପରିବାରବର୍ଗର ନେତା ଆଉ ଇସ୍ରାଏଲର ବିଭାଗର ନେତା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ। Viz kapitolaଓଡିଆ ବାଇବେଲ16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ। Viz kapitola |