ଗଣନା ପୁସ୍ତକ 1:54 - ପବିତ୍ର ବାଇବଲ54 ସଦାପ୍ରଭୁ ମୋଶାଙ୍କୁ ଯେଉଁସବୁ ଆଜ୍ଞା ଦେଇଥିଲେ, ଇସ୍ରାଏଲୀୟମାନେ ସେହିରୂପେ ମାନି କାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ। Viz kapitolaଓଡିଆ ବାଇବେଲ54 ଇସ୍ରାଏଲ ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ। Viz kapitola |