ଗଣନା ପୁସ୍ତକ 10:33 - ପବିତ୍ର ବାଇବଲ33 ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Viz kapitolaଓଡିଆ ବାଇବେଲ33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Viz kapitola |