ଗଣନା ପୁସ୍ତକ 10:35 - ପବିତ୍ର ବାଇବଲ35 ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, “ସଦାପ୍ରଭୁ ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହୁଅନ୍ତୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ। Viz kapitolaଓଡିଆ ବାଇବେଲ35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।” Viz kapitola |