ଗଣନା ପୁସ୍ତକ 11:11 - ପବିତ୍ର ବାଇବଲ11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କିହେତୁ ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କିହେତୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ? Viz kapitolaଓଡିଆ ବାଇବେଲ11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ? Viz kapitola |