ଗଣନା ପୁସ୍ତକ 11:18 - ପବିତ୍ର ବାଇବଲ18 “ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ। Viz kapitolaଓଡିଆ ବାଇବେଲ18 ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ। Viz kapitola |