ଗଣନା ପୁସ୍ତକ 11:21 - ପବିତ୍ର ବାଇବଲ21 ତେବେ ମୋଶା କହିଲେ, “ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି ସେମାନେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ!’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ ମୋଶା କହିଲେ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ। Viz kapitolaଓଡିଆ ବାଇବେଲ21 ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’ Viz kapitola |