ଗଣନା ପୁସ୍ତକ 11:33 - ପବିତ୍ର ବାଇବଲ33 ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥିଲାବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କ ଉପରେ ପ୍ରଜ୍ୱଳିତ ହେଲା। ତହୁଁ ସଦାପ୍ରଭୁ ସେମାନଙ୍କୁ ମହାମାରୀରେ ସଂହାର କଲେ ଓ ସେହି ସ୍ଥାନରେ ସେମାନେ କବର ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ମାତ୍ର ସେମାନଙ୍କ ଦ; ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ। Viz kapitolaଓଡିଆ ବାଇବେଲ33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ। Viz kapitola |