ଗଣନା ପୁସ୍ତକ 11:34 - ପବିତ୍ର ବାଇବଲ34 ତେଣୁ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସେମାନେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସେହି ସ୍ଥାନରେ କବର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା (ଲୋଭ ହେତୁ କବର) ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ। Viz kapitolaଓଡିଆ ବାଇବେଲ34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ। Viz kapitola |