ଗଣନା ପୁସ୍ତକ 13:27 - ପବିତ୍ର ବାଇବଲ27 ପୁଣି ସେମାନେ ବର୍ଣ୍ଣନା କରି ତାହାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସେହି ଦେଶର ଫଳ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ। Viz kapitolaଓଡିଆ ବାଇବେଲ27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ। Viz kapitola |