ଗଣନା ପୁସ୍ତକ 14:24 - ପବିତ୍ର ବାଇବଲ24 ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Viz kapitolaଓଡିଆ ବାଇବେଲ24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Viz kapitola |