ଗଣନା ପୁସ୍ତକ 14:37 - ପବିତ୍ର ବାଇବଲ37 ଯେଉଁମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ସେ ଦେଶର ଅପଖ୍ୟାତି ପ୍ରଗ୍ଭର କରିଥିଲେ, ସେମାନେ ସଦାପ୍ରଭୁଙ୍କ ଉପସ୍ଥିତରେ ମହାମାରୀ ଦ୍ୱାରା ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ଵାରା ମଲେ। Viz kapitolaଓଡିଆ ବାଇବେଲ37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ। Viz kapitola |