ଗଣନା ପୁସ୍ତକ 14:41 - ପବିତ୍ର ବାଇବଲ41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ତହିଁରେ ମୋଶା କହିଲେ, ଏବେ ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। Viz kapitolaଓଡିଆ ବାଇବେଲ41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। Viz kapitola |