ଗଣନା ପୁସ୍ତକ 14:42 - ପବିତ୍ର ବାଇବଲ42 ତୁମ୍ଭେମାନେ ଉପରକୁ ଯାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାନ୍ତି। ତେଣୁ ତୁମ୍ଭେ ଅକ୍ଳେଶରେ ଶତ୍ରୁମାନଙ୍କଦ୍ୱାରା ପରାସ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Viz kapitolaଓଡିଆ ବାଇବେଲ42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Viz kapitola |