ଗଣନା ପୁସ୍ତକ 14:7 - ପବିତ୍ର ବାଇବଲ7 ଆଉ ଏହି ଦୁଇଲୋକ ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀକି କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟ; ଉତ୍ତମ ଦେଶ। Viz kapitolaଓଡିଆ ବାଇବେଲ7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ। Viz kapitola |