ଗଣନା ପୁସ୍ତକ 14:9 - ପବିତ୍ର ବାଇବଲ9 ତେଣୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଅ ନାହିଁ, ଆଉ ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ। ସେମାନେ ଆମ୍ଭମାନଙ୍କର ଖାଦ୍ୟ ସ୍ୱରୂପ। ସେମାନଙ୍କର ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଭୟ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ। Viz kapitolaଓଡିଆ ବାଇବେଲ9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।” Viz kapitola |