ଗଣନା ପୁସ୍ତକ 17:3 - ପବିତ୍ର ବାଇବଲ3 ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Viz kapitolaଓଡିଆ ବାଇବେଲ3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Viz kapitola |