ଗଣନା ପୁସ୍ତକ 17:8 - ପବିତ୍ର ବାଇବଲ8 ଏହା ପରେ ଆରଦିନ ମୋଶା ସାକ୍ଷ୍ୟ ତମ୍ବୁରେ ପ୍ରବେଶ କରି ସାକ୍ଷ୍ୟ ସିନ୍ଦୁକ ଦେଖିଲେ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡ଼ି ଅଙ୍କୁରିତ ହୋଇଅଛି, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥି ଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ଵୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ଵ ବାଦାମ ଫଳିଲା। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। Viz kapitola |