ଗଣନା ପୁସ୍ତକ 17:9 - ପବିତ୍ର ବାଇବଲ9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହିସବୁ ଆଶାବାଡ଼ି ଆଣି ଇସ୍ରାଏଲର ସମସ୍ତ ଲୋକଙ୍କୁ ଦେଖାଇଲେ, ସେମାନେ ତାହା ଦେଖି ପ୍ରତ୍ୟେକେ ନିଜ ନିଜ ଆଶାବାଡ଼ି ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ। Viz kapitolaଓଡିଆ ବାଇବେଲ9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ। Viz kapitola |