ଗଣନା ପୁସ୍ତକ 20:18 - ପବିତ୍ର ବାଇବଲ18 କିନ୍ତୁ ଇଦୋମ କହିଲେ, “ତୁମ୍ଭେମାନେ ଆମ୍ଭ ଦେଶ ମଧ୍ୟଦେଇଯିବ ନାହିଁ, ଗଲେ ଆମ୍ଭେ ଖଡ଼୍ଗ ନେଇ ତୁମ୍ଭ ବିରୁଦ୍ଧରେ ଲଢ଼ିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଇଦୋମ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ଼୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା। Viz kapitolaଓଡିଆ ବାଇବେଲ18 ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।” Viz kapitola |