ଗଣନା ପୁସ୍ତକ 21:1 - ପବିତ୍ର ବାଇବଲ1 କିଣାନ ବଂଶୀୟ ରାଜା ଆରାଦ ଦକ୍ଷିଣ ପ୍ରଦେଶରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇସ୍ରାଏଲର ଲୋକମାନେ ଅଥାରୀମର ପଥ ଦେଇ ଆସୁଛନ୍ତି। ତେଣୁ ସେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ବନ୍ଦୀ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। Viz kapitola |